ବାଲିଗୁଡା,(ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):
କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତର ଡଙ୍ଗାମିଲା ଗ୍ରାମର ଉଷପ ମଲ୍ଲିକ (୩୫) ରବିବାର ରାତିରେ ନିଜ ପିଲା ଓ ସ୍ତ୍ରୀ ସହିତ ଘରେ ଶୋଇଥିବା ବେଳେ ଗୋଡ ରେ ସାପ କାମୁଡି ଦେଇଥିଲା ।
ଏହା ପରେ ପରିବାର ଲୋକ ରାତିରେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟକୁ ଚେଷ୍ଟା କରିଥିଲେ କିନ୍ତୁ ଗାଁ କୁ ରାସ୍ତା ନଥିବାରୁ ବଣ ପାହାଡ ଦେଇ ଆଣିବା ପାଇଁ ସାହସ କରି ପାରିନଥିଲେ l ସକାଳୁ କୌଣସି ମତେ ମେଡିକାଲକୁ ଆଣୁଥିବା ବେଳେ ଅଧା ରାସ୍ତାରେ ଉଷପର ମୃତ୍ୟୁ ହୋଇଥିଲା ।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।