ମୋ ଟିଭି ଓଡିଶା / ଗଞ୍ଜାମ :
ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଏନଏସି ଜଟେଶ୍ୱର ପୋଖରୀ ନିକଟରେ ଗୁଳିମାଡ଼ l ଗୁଳିମାଡ଼ ରେ ନଇ ସାହି ର ତ୍ରିନାଥ ମଲ୍ଲିକ ନାମକ ଯୁବକ ଙ୍କ ମୃତ୍ୟୁ ହୋଇଛି l

ପୋଖରୀ ନିକଟ ରେ ରହିଥିବା ମଣ୍ଡପ ଉପରେ ତ୍ରିନାଥ ବସିଥିବା ବେଳେ ତାଙ୍କୁ ଗୁଳିମାଡ଼ ହୋଇଛି l ତାଙ୍କ ମୁଣ୍ଡରେ ଦୁଇ ରାଉଣ୍ଡ ଗୁଳି ବାଜିଥିବା ବେଳେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି l ତେବେ କିଏ ଓ କାହିଁକି ତାଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଥିବା ବେଳେ କବିସୂର୍ଯ୍ୟନଗର ପୋଲିସ ଓ ପୁରୁଷୋତ୍ତମପୁର ଏସଡ଼ିପିଓ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ତଦନ୍ତ ଚଳାଇଛି
ଗଞ୍ଜାମ ରୁ ଭଗବାନ ପାଢ଼ୀଙ୍କ ରିପୋର୍ଟ
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।