ସୋର : ୨୯/୧୦/୨୪
ଭାରସାମ୍ୟ ହରାଇ ପୋଲ ତଳକୁ ପଡି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ଅଛନ୍ତି।

ସୂଚନା ଅନୁସାରେ ଆଜି ମଧ୍ୟାହ୍ନରେ ସୋର ଥାନାରେ କାନପୁର ଗ୍ରାମର ରବୀନ୍ଦ୍ର ମଣ୍ଡଳ ଓ ରବୀନ୍ଦ୍ର ସାହୁ ତୁଡ଼ିଗଡ଼ିଆ ରୁ ଘରକୁ ଫେରୁଥିଲେ। ଏହି ସମୟରେ ରାସ୍ତା ଖରାପ କାରଣରୁ ଭାରସାମ୍ୟ ହରାଇ ସମେତ ପୋଲ ତଳକୁ ଖସିପଡିଥିଲେ।
ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧର କରି ସୋର ଡାକ୍ତରଖାନାକୁ ନେଇଥିବା ବେଳେ ସେଠାରେ ଡାକ୍ତର ରବୀନ୍ଦ୍ର ସାହୁ କୁ ମୃତ ଘୋଷଣା କରିଥିବା ବେଳେ ରବୀନ୍ଦ୍ର ମଣ୍ଡଳକୁ ବାଲେଶ୍ୱର ସ୍ଥାନାନ୍ତର କରିଥିଲେ। ଅନ୍ୟପଟେ ଉତ୍ୟକ୍ତ ଲୋକେ ରାସ୍ତା ରୋକ କରିଥିବା ଜଣାପଡିଛି
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।