MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ନବ ଦାସ ହତ୍ୟା ମାମଲାରେ ପ୍ରଦୀପ ପୁରୋହିତଙ୍କ ବଡ଼ ବୟାନ ।

“ନବୀନଙ୍କ ପରେ ଯିଏ ମୁଖ୍ୟମନ୍ତ୍ରୀ ହେବାକୁ ସ୍ୱପ୍ନ ଦେଖୁଥିଲେ ସିଏ ହିଁ ପ୍ରକୃତ ଷଡ଼ଯନ୍ତ୍ରକାରୀ ବୋଲି କହିଛନ୍ତି ପ୍ରଦୀପ । ଆଜି ଏହା ପ୍ରମାଣିତ ହେବାକୁ ଯାଉଛି । ଦୁର୍ଭାଗ୍ୟର ବିଷୟ, ସେତେବେଳେ ନବଙ୍କ ପରିବାର ନୀରବ ରହିଲେ । କ୍ଷମତା ଓ ସମ୍ପତ୍ତି ଲୋଭରେ ତଦନ୍ତ ଠିକ ହେଉଥିବା କହିଲେ । ପରଦା ପଛର ଖଳନାୟକଙ୍କୁ ଧରିବା ପାଇଁ ଅଧିକ ତଦନ୍ତ ଆବଶ୍ୟକ । ପରିବାର ଲୋକଙ୍କ ଦରଦ ଥିଲେ ସିବିଆଇ ତଦନ୍ତ ଦାବି କରନ୍ତୁ । ଓଡ଼ିଶା ସରକାରଙ୍କ ପାଖରେ ଅଭିଯୋଗ ଲିଖିତ ଭାବେ ଦିଅନ୍ତୁ । ନବ ହତ୍ୟାକାଣ୍ଡର ଅଧିକ ତଦନ୍ତ ଆବଶ୍ୟକ ଏବଂ ପରଦା ପଛର ଖଳନାୟକମାନେ ଧରାପଡ଼ିବା ଦରକାର।” ଜୟନାରାୟଣ ମିଶ୍ର ମଧ୍ୟ ଏନେଇ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ବିଳମ୍ବରେ ହେଲେ ବି ବୁଦ୍ଧି ଉଦୟ ହେଲା । କେବଳ ମୁଖ୍ୟମନ୍ତ୍ରୀଙ୍କୁ ଲେଖିକି ଦେଲେ ହେବନି, କୋର୍ଟଙ୍କୁ ବି ଲେଖିକି ଦେବାକୁ ପଡ଼ିବ । ଦଳ ହାରିଗଲା ପରେ ଏବେ ମନେ ପଡ଼ିଲା ଦୀପାଲିଙ୍କ ପ୍ରତିକ୍ରିୟା ପରେ ଏଭଳି ବୟାନ ରଖିଛନ୍ତି ଜୟନାରାୟଣ ମିଶ୍ର ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।