MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ତ୍ରିରଙ୍ଗା ଯାତ୍ରା ପାଇଁ ବିଜେପିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ।

ମୋ ଟିଭି ଓଡିଶା / କଳାହାଣ୍ଡି : ୧୦/୦୮


କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଭାରତୀୟ ଜନତା ପାର୍ଟି କୋକସରା ମଣ୍ଡଳ ପକ୍ଷରୁ ଶନିବାର ନିୟନ୍ତ୍ରିତ ବଜାର କମିଟି ପ୍ରାଙ୍ଗଣରେ ତ୍ରିରଙ୍ଗା ଯାତ୍ରା ପାଳନ ନେଇ ଏକ ପ୍ରସ୍ତୁତି ବୈଠକ ମଣ୍ଡଳ ସଭାପତି ଦୁର୍ଗା ପ୍ରସାଦ ପ୍ରଧାନୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୧୩ ତାରିଖରେ କୋକସରା ମଣ୍ଡଳ ପକ୍ଷରୁ ତ୍ରିରଙ୍ଗା ଯାତ୍ରା ମହା ସମାରୋହରେ ପାଳିତ କରିବା ସହ ଘରେ ଘରେ ତ୍ରିରଙ୍ଗା ପତାକା ଲଗାଇ ସ୍ଵାଧୀନତା ଦିବସ ପାଳନ କରିବାକୁ ଲୋକଙ୍କୁ ସଚେତନ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି।

ପ୍ରସ୍ତୁତି ବୈଠକରେ ତ୍ରିରଙ୍ଗା ଯାତ୍ରା ପ୍ରଭାରୀ ଦାୟିତ୍ଵ ଥିବା ହିମାଂଶୁ ପଣ୍ଡା ମଣ୍ଡଳ ସଭାପତି ତ୍ରିନାଥ ଶବର ଗରୁଡ଼ଧ୍ଵଜ ମାଝୀ,ମନୋଜ ନାଏକ ସୁଶିଲ କୁମାର ପାଢ଼ୀ ଧର୍ମାନନ୍ଦ ନେଗି ରଣଜିତ୍ ପୋଢ଼, ଯୁବମୋର୍ଚ୍ଚା ସଭାପତି ଅନିଲ ପଟ୍ଟନାୟକ ହେମନ୍ତ ଚଣ୍ଡୀ, ଦୈତାରି ବାରିକ ମୋତିଲାଲ ନାୟକ,ପ୍ରମୋଦ କୁମାର ପ୍ରଧାନୀ, ଭାବଗ୍ରାହୀ ପ୍ରଧାନୀ,ସାରଳା ପ୍ରଧାନି,ନରେନ୍ଦ୍ର ପ୍ରଧାନୀ ପ୍ରମୁଖ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।