MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଏଚଏମପିଭି ସଂକ୍ରମଣ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ।

ସ୍ୱାସ୍ଥ୍ୟ ବିଭାଗର କମିଶନରଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଅଶ୍ୱତୀ ଏସଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏବଂ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏହାକୁ ନେଇ ସଂପୂର୍ଣ୍ଣ ସଜାଗ ରହିଛନ୍ତି। ତେଣୁ ଭୂତାଣୁକୁ ନେଇ ଆତଙ୍କୀତ ନହେବାକୁ ପରାମର୍ଶ ଦିଆଯାଇଛି। ଏ ପର୍ଯ୍ୟନ୍ତ ଓଡ଼ିଶାରେ ଏଚଏମପିଭି ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି। ଜନସଚେତନତା ଓ ସତର୍କତା ଦ୍ୱାରା ସଂକ୍ରମଣକୁ ସହଜରେ ପ୍ରତିହତ କରାଯାଇପାରିବ। ତେଣୁ ପରିଷ୍କାର ପରିଚ୍ଛନ୍ନତା ଉପରେ ବିଶେଷ ଧ୍ୟାନ ଦେବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ରାଜ୍ୟବାସୀଙ୍କୁ ଅନୁରୋଧ କରାଯାଇଛି।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।