MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ସରକାର ଗଠନ ପାଇଁ ମୋଦିଙ୍କୁ ନିମନ୍ତ୍ରଣ କଲେ ରାଷ୍ଟ୍ରପତି…..

ମୋଟିଭି ଓଡିଶା : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଧିବଦ୍ଧ ଭାବେ ନରେନ୍ଦ୍ର ମୋଦିଙ୍କୁ ଦେଶରେ ପରବର୍ତ୍ତୀ ସରକାର ଗଠନ କରିବାକୁ ନିମନ୍ତ୍ରଣ କରିଛନ୍ତି। ବିଜେପି ନେତୃତ୍ୱାଧୀନ ଏନଡିଏର ନେତା ନିର୍ବାଚିତ ହେବା ପରେ ଆଜି ମୋଦି ସନ୍ଧ୍ୟାରେ ରାଷ୍ଟ୍ରପତି ମୁର୍ମୁଙ୍କୁ ଭେଟିଥିଲେ। ଏହି ସମୟରେ ରାଷ୍ଟ୍ରପତି ତାଙ୍କୁ ସରକାର ଗଠନ ପାଇଁ ନିମନ୍ତ୍ରଣ କରିଛନ୍ତି। ଏହାପୂର୍ବରୁ ମୋଦି ଏନଡିଏର ନେତା ନିର୍ବାଚିତ ହୋଇଥିବା ନେଇ ଗୋଟିଏ ସମର୍ଥନପତ୍ର ରାଷ୍ଟ୍ରପତି ମ୍ୟାଡାମଙ୍କ ପାଖରେ ପହଞ୍ଚିଥିଲା। ଏହାକୁ ଦେଖିବା ପରେ ରାଷ୍ଟ୍ରପତି ସନ୍ଧ୍ୟାରେ ମୋଦିଙ୍କୁ ଡାକି ସରକାର ଗଠନ ପାଇଁ କହିଛନ୍ତି। ଆସନ୍ତା ୯ ତାରିଖ ଅର୍ଥାତ ରବିବାର ମୋଦି କ୍ରମାଗତ ତୃତୀୟଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।