February 25, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଭୁବନେଶ୍ବରରେ ରୋଡ୍‌ ସୋ’ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ମୋଟିଭି ଓଡିଶା : ଭୁବନେଶ୍ବରରେ ରୋଡ୍‌ ସୋ’ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୧୨ ତାରିଖ ବୁଧବାର ସଂଧ୍ୟାରେ ମୋଦିଙ୍କ ରୋଡ୍‌ ସୋ’ ହେବ । ଜୟଦେବ ବିହାରରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ୍‌ ସୋ’ କରିବେ ପ୍ରଧାନମନ୍ତ୍ରୀ । ରୋଡ୍‌ ସୋ’ କରି ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହକୁ ଆସିବେ । 

ଆଉ କିଛି ଘଣ୍ଟାର ଅପେକ୍ଷା । ଇତିହାସ ରଚିବେ ମୋଦି । ଲଗାତାର ତୃତୀୟ ଥର ପାଇଁ ହେବେ ଭାରତର ପ୍ରଧାନମନ୍ତ୍ରୀ । ଆଜି ସଂଧ୍ୟା ୭ ଟା ୧୫ରେ ଶପଥ ଗ୍ରହଣ ଉତ୍ସବ । ମୋଦିଙ୍କ ଶପଥ ଗ୍ରହଣ ସମାରୋହରେ ୭ ହଜାର ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଛି ।

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ତାରିଖ ଜୁନ୍‌ ୧୦ ତାରିଖ ନୁହେଁ ଜୁନ୍‌ ୧୨ ତାରିଖରେ ହେବ । ୧୨ତାରିଖ ସନ୍ଧ୍ୟାରେ ଶପଥ ସମାରୋହ ହେବା ନେଇ ରାଜ୍ୟ ବିଜେପି ପକ୍ଷରୁ ସୂଚନା ଦିଆଯାଇଛି । ଓଡ଼ିଶାରେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ପାଇଁ ଜନତା ମୈଦାନରେ ଜୋରସୋରରେ ପ୍ରସ୍ତୁତି ଚାଲିଛି । 

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।