ଭୁବନେଶ୍ଵର: ଆସନ୍ତା ୬ ତାରିଖରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସକାଳ ୧୦ଟାରେ ବ୍ରହ୍ମପୁରରେ ଜନସଭାକୁ ସମ୍ବୋଧନ କରିବେ। ଅପରାହ୍ନ ୧୨ଟା ୩୦ରେ ନବରଙ୍ଗପୁରରେ ଜନସଭା କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ଏ ନେଇ ସୂଚନା ଦେଇଛନ୍ତି। ସେହିପରି ମେ ୪ ତାରିଖରେ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଓଡିଶା ଆସିବେ । ସେଦିନ ସେ ବିଜେପି କାର୍ଯ୍ୟାଳୟରେ ବରିଷ୍ଠ ନେତୃବୃନ୍ଦଙ୍କ ସହିତ ଆଲୋଚନା ପରେ ସନ୍ଧ୍ୟାରେ ଏକ ଘରୋଇ ହୋଟେଲରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
ପ୍ରଧାନମନ୍ତ୍ରୀ ଆସନ୍ତା ୬ ତାରିଖରେ ଓଡିଶା ଆସିବେ

More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।