ମୋଟିଭି ଓଡିଶା / ଭୁବନେଶ୍ୱର :
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପରେ ତାଙ୍କର ପ୍ରମୁଖ ସଚିବ ପ୍ରମୋଦ କୁମାର ମିଶ୍ର ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ଉପରେ ଭରସା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁପାରିଶକ୍ରମେ ଏହି ଦୁଇ ବରିଷ୍ଠ ଅଧିକାରୀଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରମୁଖ ସଚିବ ପ୍ରମୋଦ ମିଶ୍ର ଏବଂ ଏନଏସଏ ମୁଖ୍ୟ ଅଜିତ ଡୋଭାଲଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି।
More Stories
ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ।
ବେଙ୍ଗାଲୁରୁ ପରେ ଅହମଦାବାଦରେ ଚାଇନାର ନୂଆ ଭାଇରସ୍ ଚିହ୍ନଟ।
କାଉଡୋଳା ନିକଟରେ କାର ଦୁର୍ଘଟଣା ଶିଶୁ ସମେତ ୩ ଗୁରୁତର।