MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଏଆରଆଇ ସୁରେନ୍ଦ୍ର ତନ୍ତିଙ୍କ ଘରେ ରେଡ୍

ଭିଜିଲାନ୍ସ ଜାଲରେ କୋରାପୁଟ ବୋରିଗୁମ୍ମା ତହସିଲ ଏଆରଆଇ । ଏଆରଆଇ ସୁରେନ୍ଦ୍ର ତନ୍ତିଙ୍କ ଘରେ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ । କୋରାପୁଟ ଓ ଜୟପୁର ସମେତ ଏକକାଳୀନ ୮ଟି ସ୍ଥାନରେ ଚାଲିଛି ରେଡ୍ । ବୋରିଗୁମ୍ମା ସ୍ଥିତ ବାସଭବନ, ଝିଅଙ୍କ ଘର ଏବଂ ସମ୍ପର୍କୀୟଙ୍କ ଘରେ ଚଢାଉ କରୁଛି ଭିଜିଲାନ୍ସ । ସରକାରୀ କାର୍ଯ୍ୟାଳୟ ସହ ମାର୍କେଟ କମ୍ପ୍ଲେକ୍ସରେ ମଧ୍ୟ ରେଡ୍ ଜାରି । ରେଡରେ ୩ଜଣ ଡିଏସପି, ୭ଜଣ ଇନସ୍ପେକ୍ଟର୍, ୫ଜଣ ଏଏସଆଇ ସାମିଲ୍ ହୋଇଛନ୍ତି।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।