MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି

ମୋ ଟିଭି ଓଡିଶା / ଭୁବନେଶ୍ୱର :

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା ଏବଂ କୋରାପୁଟ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଘୂର୍ଣ୍ଣିବଳୟ ୧୬ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ୧୯ ତାରିଖରେ ଏହା ଗଭୀର ଅବପାତରେ ପରିଣତ ହୋଇ ୨୧ ତାରିଖ ଯାଏ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷା କରାଇବା ନେଇ ପୂର୍ବାନୁମାନ କରାଯାଇଛି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।