ମୋଟିଭି ଓଡିଶା : ଆସନ୍ତା ୧୭ ରୁ ବଢିବ ବର୍ଷା। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସୂଚନା। ୧୮ ତାରିଖ ରେ ମଧ୍ୟ ଦକ୍ଷିଣ ଓଡ଼ିଶା ରେ ହେବ ବର୍ଷା। ମୌସୁମୀ ବର୍ତ୍ତମାନ କୋରାପୁଟ ରେ ସକ୍ରିୟ ରହିଥିବାବେଳେ ଆଗାମୀ ୩ ରୁ ୪ ଦିନ ଭିତରେ ଆଗକୁ ଅଗ୍ରସର ହେବ। ଆଜି ଉପକୂଳ ରେ ପ୍ରାକ୍ ମୌସୁମୀ ବର୍ଷା ରହିଛି। କିନ୍ତୁ ଉପକୂଳ ରେ ଗୁଳୁଗୁଳି ଲାଗି ରହିବ। ଆଗାମୀ ୫ ଦିନ ଯାଏଁ କାଳବୈଶାଖୀ ବର୍ଷା ବିଭିନ୍ନ ସ୍ଥାନରେ ରହିବ। ଏହା ସହ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶା ସହ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ହିଟ୍ ୱେବ୍ ରହିବ।
ଆସନ୍ତା ୧୭ ରୁ ବଢିବ ବର୍ଷା।

More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।