ମୋ ଟିଭି ଓଡିଶା : ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ରେଞ୍ଜର। ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଘରେ ଗୁରୁବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ବିଭୁଦାନନ୍ଦଙ୍କ ଘର ସମତେ ୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି। ରେଞ୍ଜରଙ୍କ ଷ୍ଟେସନ ବଜାର ଘର, ସରକାରୀ ବାସଭବନ ଓ ଅଫିସରେ ଚଢ଼ାଉ ଚାଲିଥିବା ସୂଚନା ମିଳିଛି।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।