February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଇ-କେୱାଇସି ହୋଇନଥିଲେ ମିଳିବନି ରାସନ ।

ଆସନ୍ତା ୧୫ ସୁଦ୍ଧା ସରିବ ଇ-କେୱାଇସି ପ୍ରକ୍ରିୟା । ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ସୂଚନା । ବୟସାଧିକ କାରଣରୁ ଯେଉଁମାନେ ଇ-କେୱାଇସି କରିନାହାନ୍ତି ସେମାନଙ୍କ ପାଖକୁ ବିଭାଗୀୟ ଅଧିକାରୀ ଯାଇ ଇ-କେୱାଇସି କରାଉଛନ୍ତି । ନିକଟରେ ଗୋଆକୁ ଯାଇ ଇ-କେୱାଇସି କରାଇଛନ୍ତି । ଅନ୍ୟ ରାଜ୍ୟରେ ଥିବା ଲୋକଙ୍କ ପାଖକୁ ଯାଇ କରାଯିବ ଇ-କେୱାଇସି । ବର୍ତ୍ତମାନ ସୁଦ୍ଧା ୫୦ଲକ୍ଷ ହିତାଧିକାରୀ ଇ-କେୱାଇସି କରିନାହାନ୍ତି । ବର୍ତ୍ତମାନ ସୁଦ୍ଧା ୮୫ପ୍ରତିଶତ ଇ-କେୱାଇସି ସରିଲାଣି, ବାକି ଆସନ୍ତା ୧୫ତାରିଖ ସୁଦ୍ଧା ସରିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।