MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

୧୪ ତାରିଖରେ ଖୋଲିବ ରତ୍ନଭଣ୍ଡାର

ମୋ ଟିଭି ଓଡିଶା / ପୁରୀ :

ଶେଷ ହେଲା ରତ୍ନଭଣ୍ଡାର ତଦାରଖ କମିଟିର ଦ୍ୱିତୀୟ ବୈଠକ । ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ନେଇ ତଦାରଖ କମିଟିର ପ୍ରସ୍ତାବ । ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର । ତାଲା ଖୋଲାଯିବା ନେଇ ସରକାରଙ୍କୁ ଅନୁରୋଧ କରାଯିବ । ଚାବିରେ ନଖୋଲିଲେ ତାଲା ଭଙ୍ଗାଯିବ । ଆଜିର ବିବରଣୀ ପରିଚାଳନା କମିଟିକୁ ପ୍ରଦାନ କରାଯିବ । ପରିଚାଳନା କମିଟି ରାଜ୍ୟ ସରକାରଙ୍କୁ ପ୍ରଦାନ କରିବେ ।  ମରାମତି ପାଇଁ ମଧ୍ୟ ଏସଓପି କରାଗଲା । ଅସ୍ଥାୟୀ ରତ୍ନଭଣ୍ଡାର ଦେଖାଯାଇଛି । ସେଠାରେ ରତ୍ନ ଅଳଙ୍କାର ରଖାଯିବ । ଗଣତିମଣତି ହେଉଛି ଲମ୍ବା ପ୍ରକ୍ରିୟା । ସ୍ୱତନ୍ତ୍ର ବଣିଆ ଚିହ୍ନଟ ହେବ ଗଣତିମଣତି ପାଇଁ । ଡୁପ୍ଲିକେଟ୍ ଚାବି ଆଜି ବୈଠକରେ ଦାଖଲ ହୋଇନାହିଁ । ଆସନ୍ତା ୧୪ ତାରିଖରେ ଯେନତେନ ପ୍ରକାର ତାଲା ଖୋଲାଯିବ । 

 

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।