February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

DFO ଦେବେନ୍ଦ୍ର ବେହେରା ନିଲମ୍ବିତ

ମୋ ଟିଭି ଓଡିଶା / ଭବାନୀପାଟଣା :

ସରକାରୀ କ୍ୱାଟରରେ ଫରେଷ୍ଟର ସଞ୍ଜୟ ନାୟକଙ୍କ ମୃତ୍ୟୁ ଘଟଣାରେ ଚାକିରିରୁ ନିଲମ୍ବିତ ହେଲେ ରାୟଗଡା DFO ଦେବେନ୍ଦ୍ର ବେହେରା ।

ଡିଏଫଓଙ୍କ ବିରୋଧରେ ମାନସିକ ନିର୍ଯାତନା ପରି ସଙ୍ଗୀନ ଅଭିଯୋଗ ଆଣିଥିଲେ ମୃତ ଫରେଷ୍ଟରଙ୍କ ପରିବାର ସଦସ୍ୟ । ଏନେଇ ଭବାନୀପାଟଣା ଟାଉନ ଥାନା ପୋଲିସ ଭାରତୀୟ ନ୍ୟାୟ ସଂହିତା (ବିଏନଏସ)ର ଧାରା-୧୦୮ରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି ।

ଗତକାଲି ଜଙ୍ଗଲ ଓ ପରିବେଶ ବିଭାଗ ‘ଡିଏଫଓ’ ଦେବେନ୍ଦ୍ରଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି । ନିଲମ୍ବନ ଅବଧି ମଧ୍ୟରେ ତାଙ୍କୁ କାର୍ଯ୍ୟାଳୟ ନଛାଡିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ସରକାର ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।