February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଆଜି ସୁନା ଦରରେ ରେକର୍ଡ ହ୍ରାସ

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୨୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୨୦୦ ଓ ୧୩୧୦ ଟଙ୍କା ହ୍ରାସ ପାଇଛି।

ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୯୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୩୯୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୧୨୦୦ ଓ ୧୩୧୦ ଟଙ୍କା କମିଛି। ମାୟା ନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୭,୨୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୨୦୦ ଓ ୧୩୧୦ ଟଙ୍କା ହ୍ରାସ ପାଇଛି। 

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭, ୨୪୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୧୨୦୦ ଓ ୧୩୧୦ ଟଙ୍କା ଖସିଛି। 

ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୦,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୭,୨୪୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୭,୯୩୦ ଟଙ୍କା ରହିଛି। ତେବେ, ଏଠି ଆମେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ, ୨୨ କ୍ୟାରେଟ୍ ରେ ୧୨୦୦, ୨୪ କ୍ୟାରେଟ୍ ରେ  ୧୩୧୦ ଓ ୧୮ କ୍ୟାରେଟ୍ ରେ ୯୮୦ ଟଙ୍କା ହ୍ରାସ ପାଇଛି। 

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।