February 28, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

କୁମୁଡ଼ାମୁଣ୍ଡାରେ ଗ୍ରାମାଞ୍ଚଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ l

କଳାହାଣ୍ଡି:୧୫/୦୪ : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କାଉଡୋଳା ପଞ୍ଚାୟତ କୁମୁଡ଼ାମୁଣ୍ଡା ଗ୍ରାମ ରେ ସୋମବାର ମା ମାଉଳି ଯୁବକ ସଙ୍ଘ ଆନୁକୂଲ୍ୟରେ ଗ୍ରାମାଞ୍ଚଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇ ଯାଇଛି। ମୁଖ୍ୟ ଅତିଥି ଭାବେ କୋକସରା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ର ଅଧ୍ୟାପକ ଐରି ନାଶନ ଚିନ୍ଦା ଯୋଗଦେଇ ପରିଚୟ ପର୍ବ ରେ ସାମିଲ ହୋଇ ଉଦଘାଟନି ଉତ୍ସଵ ର ଉଭୟ ଦଳ ଲେଜେଣ୍ଡ ୧୧ କୁମୁଡ଼ାମୁଣ୍ଡା ଓ କୁଳେରଗୁଡା ଦଳ ଖେଳାଳି ଙ୍କୁ ଉତ୍ସାହିତ କରିଥିଲେ।

ଉଦଘାଟନି ମ୍ୟାଚରେ କୁଳେରଗୁଡାକୁ ହରାଇ ଲେଜେଣ୍ଡ୧୧ ଦଳ ବିଜୟୀ ହୋଇ ପରବର୍ତ୍ତୀ ପର୍ଯ୍ୟାୟକୁ ଉନ୍ନିତ ହୋଇଥିଲା। ଅମ୍ପିଆର ଭାବେ ସୌରଭ ରଞ୍ଜନ ସରବୁ ଓ ଅନୀଲ କୁମାର ନାଏକ ମ୍ୟାଚ ପରିଚାଳନା କରିଥିବା ବେଳେ ଚିତ୍ରୁ ମାଝୀ ଓ ସନ୍ତୋଷ ବିଶି ଲାଇନ ମ୍ୟାନ ରହିଥିଲେ। ଟୁର୍ଣ୍ଣାମେଣ୍ଟ ର ଖେଳ ଧାରା ବିବରଣୀ ପିଣ୍ଟୁ ନାଏକ ପ୍ରଦାନ କରିଥିଲେ। କୁମୁଡ଼ାମୁଣ୍ଡା ମା ମାଉଳି ଯୁବକ ସଙ୍ଘ ର ସଦସ୍ୟ ମାନେ କ୍ରିକେଟ ଟୁର୍ଣ୍ଣାମେଣ୍ଟ ପରିଚାଳନା ରେ ସହଯୋଗ କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।