MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ସ୍ୱାମୀଙ୍କ ମଙ୍ଗଳ ମନାସୀ ବ୍ରତ ପାଳୁଛନ୍ତି ସଧବା ନାରୀ

ମୋଟିଭି ଓଡିଶା : ଆଜି ସାବିତ୍ରୀ ଅମାବାସ୍ୟା। ସ୍ୱାମୀଙ୍କ ମଙ୍ଗଳ ମନାସୀ ବ୍ରତ ପାଳୁଛନ୍ତି ସଧବା। ସ୍ୱାମୀଙ୍କ ଦୀର୍ଘାୟୁ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରି ମହିଳା ମାନେ ଏହି ବ୍ରତ ପାଳନ କରିଥାନ୍ତି। ସାବିତ୍ରୀ ପୂଜା ପାଇଁ ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ପୀଠରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼। ମନ୍ଦିରରେ ଚାଲିଛି ପୂଜାର୍ଚ୍ଚନା । ଜ୍ୟେଷ୍ଠ ଅମାବାସ୍ୟା ‘ସାବିତ୍ରୀ ଅମାବାସ୍ୟା’ ଭାବରେ ଖ୍ୟାତ ଏବଂ ପ୍ରତି ଓଡ଼ିଆ ଘରେ ଏହା ସଧବା ସ୍ତ୍ରୀମାନଙ୍କର ଏକ ପବିତ୍ର ବ୍ରତ ରୂପେ ପାଳିତ ହୁଏ। ନୂଆ ଶାଢୀ, ସଙ୍ଖା, ସିନ୍ଦୂର ଓ ଅଳତା ନେଇ ପୂଜାର୍ଚ୍ଚନା କରୁଛନ୍ତି । ଘରେ ଘରେ ବି ସାବିତ୍ରୀଙ୍କ ପ୍ରତିମା ଗଢି ବ୍ରତ କଥା ଗାଇ ପୂଜା କରୁଛନ୍ତି ସଧବା ନାରୀ । ବିଶେଷ କରି ଆମ୍ବ, ପଣସ, ନଡିଆ, ଫୁଟି କାକୁଡି, ତାଳ, ଖଜୁରୀ ଆଦି ଦେଶୀ ଫଳରେ ପୂଜା କରୁଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।