MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ସାମ୍ବାଦିକଙ୍କ ପାଇଁ ହଟିଲା କଟକଣା ।

ଲୋକସେବା ଭବନରେ ପ୍ରବେଶ କରିପାରିବେ ସାମ୍ବାଦିକ । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଉଭୟ ସ୍ୱୀକୃତିପ୍ରାପ୍ତ ଏବଂ ଅଣସ୍ୱୀକୃତିପ୍ରାପ୍ତ ସାମ୍ବାଦିକଙ୍କୁ ଲୋକସେବା ଭବନ ଭିତରକୁ ଯିବାକୁ ଅନୁମତି ମିଳିଛି । ଟିଭି ଓ ଖବରକାଗଜର ଜଣେ ଲେଖାଏଁ ସାମ୍ବାଦିକଙ୍କୁ ଅନୁମତି ପ୍ରଦାନ କରାଯିବ ।

ପୂର୍ବ ସରକାର କୋଭିଡ୍‌ ଆଳ ଦେଖାଇ ଲୋକସେବା ଭବନ ଭିତରକୁ ସାମ୍ବାଦିକଙ୍କୁ ଯିବାକୁ ବାରଣ କରିଥିଲେ। କୋଭିଡ କଟକଣା ଉଠିଲା, ମାତ୍ର ଲୋକସେବା ଭବନ ଭିତରକୁ ପ୍ରବେଶ ପାଇଁ ସାମ୍ବାଦିକଙ୍କୁ ଅନୁମତି ଦେଇ ନଥିଲେ ପୂର୍ବ ସରକାର। ବର୍ତ୍ତମାନ ବିଜେପି ସରକାର ପ୍ରଥମ ଥର ଓ ଶାସନ କ୍ଷମତାକୁ ଆସିବା ପରେ ଲୋକସେବା ଭବନ ଭିତରକୁ ପ୍ରବେଶ ପାଇଁ ସାମ୍ବାଦିକଙ୍କୁ ଅନୁମତି ଦେଇଛନ୍ତି।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।