February 2, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପ୍ରାଥମିକ ସଦସ୍ୟ ରୁ ଇସ୍ତାଫା ଦେଲେ ବରିଷ୍ଠ ବିଜେଡି ନେତା ପର୍ଶୁରାମ ପ୍ରଧାନୀ।

କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ବିଜୁ ଜନତା ଦଳ ର ବରିଷ୍ଠ ନେତା ପର୍ଶୁରାମ ପ୍ରଧାନୀ ବିଜେଡି ଦଳ ପ୍ରାଥମିକ ସଦସ୍ୟ ପଦ ରୁ ନିଜର ଇସ୍ତଫା ପତ୍ର ଜିଲ୍ଲା ସଭାପତି ପୁଷ୍ପେନ୍ଦ୍ର ସିଂଦେଓ ଙ୍କୁ ଦେଇଥିବା ଜଣାପଡିଛି। ସୂଚନା ମତେ ପର୍ଶୁରାମ ପ୍ରଧାନୀ ବିଜୁ ଜନତା ଦଳ ରେ ଦିର୍ଘ ୪୦ ବର୍ଷ ରୁ ଉର୍ଦ୍ଧ ହେବ ବିଜୁ ପଟ୍ଟନାୟକ ଙ୍କ ଙ୍କ ନୀତି ଆଦର୍ଶ ରେ ଅନୁପ୍ରାଣିତ ହୋଇ ଜଣେ ଶୃଙ୍ଗଳିତ କର୍ମି ଭାବେ କାର୍ଯ୍ୟ କରି ଆସୁଥିଲେ। ତେବେ ଗତ ୫/୬ ବର୍ଷ ହେବ ଦଳ ପକ୍ଷରୁ ତାଙ୍କୁ ଅଣଦେଖା କରୁଥିବା ବେଳେ ଦଲୀୟ ନେତୃତ୍ୱ ମଧ୍ୟ ତାଙ୍କ ପ୍ରତି ଅବିଚାର କରିଥିବା ପ୍ରତିବାଦ କରି ବିଜୁ ଜନତା ଦଳ ର ପ୍ରାଥମିକ ସଦସ୍ୟ ରୁ ଇସ୍ତଫା ପତ୍ର ଜିଲ୍ଲା ବିଜେଡି ସଭାପତି ପୁଷ୍ପେନ୍ଦ୍ର ସିଂଦେଓ ଙ୍କୁ ଦେଇଛନ୍ତି। ବିଜେଡି ଦଳ ବିଜୁ ବାବୁ ଙ୍କ ନୀତି ଆଦର୍ଶ ରୁ ବିଚ୍ୟୁତ ହୋଇଥିବା ଅଭିଯୋଗ କରିଛନ୍ତି। ନିକଟ ଭବିଷ୍ୟତରେ ଏକ ଜାତୀୟ ଦଳ ରେ ଯୋଗଦେବା ପାଇଁ ନିଷ୍ପତ୍ତି ନେଇଥିବା କହିଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।