MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ରାଜନୈତିକ ଶତ୍ରୁତାରୁ ଦୋକାନୀଙ୍କୁ ଖଣ୍ଡାରେ ଆକ୍ରମଣ

ଦଶରୁ ଉର୍ଦ୍ଧ ବ୍ୟକ୍ତି ଦୋକାନରେ ପସି ଖଣ୍ଡାରେ ଆକ୍ରମଣ କରୁଥିବା ବେଳେ ଘଟଣାରେ ସୁଶାନ୍ତ ବେହେରା ନାମକ ବ୍ୟକ୍ତି ଗୁରୁତର ହୋଇଛନ୍ତି l

ଗଞ୍ଜାମ : ୦୫/୧୧/୨୪

ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସିକୁଳା ଗାଁ ମାଉସୀ ମାଁ ମନ୍ଦିର ଛକ ନିକଟରେ ଥିବା ଏକ ଷ୍ଟେସନାରୀ ଦୋକାନରେ ପଶି ଦୋକାନୀ କୁ ଆକ୍ରମଣ l

ଦଶରୁ ଉର୍ଦ୍ଧ ବ୍ୟକ୍ତି ଦୋକାନରେ ପସି ଖଣ୍ଡାରେ ଆକ୍ରମଣ କରୁଥିବା ବେଳେ ଘଟଣାରେ ସୁଶାନ୍ତ ବେହେରା ନାମକ ବ୍ୟକ୍ତି ଗୁରୁତର ହୋଇଛନ୍ତି l ଗୁରୁତର ସୁଶାନ୍ତ ଙ୍କୁ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ଏମକେସିଜି ମେଡ଼ିକାଲରେ ଭର୍ତି କରାଯାଇଛି l

ତେବେ ରାଜନୈତିକ ଶତ୍ରୁତାକୁ କେନ୍ଦ୍ରକରି ସରପଞ୍ଚ ଙ୍କ ସ୍ୱାମୀ ଓ ତାଙ୍କ ସମର୍ଥକ ଆକ୍ରମଣ କରିଥିବା ସୁଶାନ୍ତ ଙ୍କ ପତ୍ନୀ ଲିଖିତ ଅଭିଯୋଗ କରିଥିବା ସୂଚନା ମିଳିଛି l


ଗଞ୍ଜାମ ରୁ ଭଗବାନ ପାଢ଼ୀଙ୍କ ରିପୋଟ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।