MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ପୁରୀରେ ବେଆଇନ ନିର୍ମାଣ ରୋକିବ ସ୍ୱତନ୍ତ୍ର ସ୍କ୍ୱାର୍ଡ ।

ପିକେଡିଏ ଓ ପୌରସଂସ୍ଥା ମିଳିତ ଭାବେ କରାଯାଇଛି ସ୍ୱତ୍ରନ୍ତ୍ର ସ୍କ୍ୱାଡ଼ । ପୂର୍ବତନ ସେନା କର୍ମଚାରୀଙ୍କୁ ନେଇ ୮ଟି ଟିମ୍ ଗଠିତ ହୋଇଛି । ଏନେଇ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ । ବେଆଇନ ନିର୍ମାଣ ବନ୍ଦ କରିବାକୁ ପ୍ରଥମେ ନୋଟିସ୍ ଦିଆଯିବ । ପରେ ଆବଶ୍ୟକ ପଡ଼ିଲେ ଉଚ୍ଛେଦ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ । ସମୁଦ୍ରକୂଳ ଠାରୁ ଆରମ୍ଭ କରି ସହରରେ ସମସ୍ତ ବେଆଇନ୍ ନିର୍ମାଣ ରୋକାଯିବ ବୋଲି କହିଛନ୍ତି ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ।

ମୋ ଟିଭି ଓଡିଶା, ପୁରୀ

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।