ମୋ ଟିଭି ଓଡିଶା / ଖୋର୍ଦ୍ଧା :
ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ନିକଟସ୍ଥ ଶ୍ରୀ ଦେବ୍ୟୈ ଶୁକ୍ଳ ୟଜୁର୍ବେଦ କାଣ୍ବ ବେଦପାଠଶାଳାରେ ଶ୍ରୀ ବ୍ୟସ ଜୟନ୍ତୀ ମହାସମାରୋହରେ ପାଳନ କରାଯାଇଛି।
ଡଃ କୃପାସିନ୍ଧୁ ପଣ୍ଡା, ପଣ୍ଡିତ ତପନ କୁମାର ମହାପାତ୍ର, ପଣ୍ଡିତ ନଳିନୀକାନ୍ତ ନନ୍ଦ, ପଣ୍ଡିତ ବସନ୍ତ କୁମାର ପଣ୍ଡା , ଶ୍ରୀଯୁକ୍ତ ମଦନ ମୋହନ ବରାଳ ଓ ବେଦବିଦ୍ୟାର୍ଥୀ ମାନଙ୍କ ଦ୍ଵାରା ବ୍ୟାସଦେବଙ୍କ ପୂଜାର୍ଚ୍ଚନା କରାଯାଇ ବ୍ୟାସବନ୍ଦନା ଓ ଗୁର୍ବାଷ୍ଟକ ପାଠକରାଯାଇଥିଲା। ବ୍ୟାସଦେବ ଓ ଆଦିଗୁରୁ ଶଙ୍କରାଚାର୍ଯ୍ୟଙ୍କ ଜୀବନୀ ଏବଂ ତାଙ୍କର ସମାଜକୁ ସନାତନ ଧାର୍ମିକ ଦିଗଦର୍ଶନ ବିଷୟରେ ଏକ ଆଲୋଚନା ଚକ୍ର କରାଯାଇଥିଲା।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।