February 5, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ରାଜ୍ୟ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କୋକସରା ଠାରେ ସ୍ୱାଗତ ସମ୍ବର୍ଦ୍ଧନା।

ମୋ ଟିଭି ଓଡିଶା / କଳାହାଣ୍ଡି:୨୯/୦୬(ସନତ ପ୍ରଧାନୀ)


ରାଜ୍ୟ ଭାରତୀୟ ଜନତା ପାର୍ଟି ମୋହନ ସରକାର ଙ୍କ ଖାଦ୍ୟ ଓ ଯୋଗାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଶୁକ୍ରବାର ଅପରାହ୍ନରେ ନବରଙ୍ଗପୁର ରୁ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଗସ୍ତ ସମୟରେ କୋକସରା ବ୍ଲକ ବିଜେପି ନେତୃବୃନ୍ଦ ମାନେ ହସ୍ପିଟାଲ ଛକ ନିକଟରେ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ।

ଏହି ଅବସରରେ ମନ୍ତ୍ରୀ ଶ୍ରୀ ପାତ୍ର କାର୍ଯ୍ୟକର୍ତ୍ତା ଙ୍କ ସହ କିଛି ସମୟ ଆଲୋଚନା କରିଥିଲେ। କୋକସରା ମଣ୍ଡଳ ସାଧାରଣ ସମ୍ପାଦକ ତ୍ରିନାଥ ଶବର,ଆମପାଣି ମଣ୍ଡଳ ସଭାପତି ଅର୍ଜୁନ ଭାଟି,ସମ୍ପାଦକ ମଧୁବନ ପାତ୍ର,ମୁକୁନ୍ଦ ପଟ୍ଟନାୟକ, ପ୍ରମୋଦ କୁମାର ପ୍ରଧାନୀ,ଶାରଳା ପ୍ରଧାନୀ ଯୁବ ସମାଜସେବୀ ଆନନ୍ଦ କୁମାର ଗର୍ଗ,ରାଜେଶ କୁମାର ଗର୍ଗ ପ୍ରମୁଖ ଉପସ୍ଥିତ ରହିଥିଲେ।।ପରେ ମନ୍ତ୍ରୀ ଭବାନୀପାଟଣା ଅଭିମୁଖେ ବାହାରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।