February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବାତ୍ୟା ଆଲର୍ଟ: କଳାବଜାରୀ ରୋକିବାକୁ ଯୋଗାଣ ବିଭାଗର ଚଢ଼ାଉ ଆରମ୍ଭ

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି କଳାବଜାରୀ ଆଶଙ୍କାରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ନିର୍ଦେଶ ପରେ କଟକରେ ବିଭିନ୍ନ ଖାଦ୍ୟ ସାମଗ୍ରୀ ଷ୍ଟକ ସେଣ୍ଟରରେ ଚଢ଼ାଉ ଆରମ୍ଭ ହୋଇଛି।

ମୋ ଟିଭି ଓଡିଶା :

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି କଳାବଜାରୀ ଆଶଙ୍କାରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ନିର୍ଦେଶ ପରେ କଟକରେ ବିଭିନ୍ନ ଖାଦ୍ୟ ସାମଗ୍ରୀ ଷ୍ଟକ ସେଣ୍ଟରରେ ଚଢ଼ାଉ ଆରମ୍ଭ ହୋଇଛି।

ଯେଉଁଠି କିଛି ବି ଅଭିଯୋଗ ଆସୁଛି ସଙ୍ଗେସଙ୍ଗେ ଜିଲା ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଚଢାଉ କରାଯାଇ ତଦାରଖ କରାଯାଉଛି। ତେଣୁ ଏହି ଦୁର୍ବିପାକ ସମୟରେ ଏଥିରୁ ନିବୃତ ରହିବା ପାଇଁ ନିବେଦନ କରିଛନ୍ତି କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଧେ। ବର୍ତ୍ତମାନ ସବୁ ଖାଦ୍ୟ ସାମଗ୍ରୀ କଟକରେ ମହଜୁଦ ରହିଛି।

ଖାଉଟିମାନେ ଚିନ୍ତା ନ କରିବା ପାଇଁ କହିଛନ୍ତି ଜିଲାପାଳ। ଯଦି କଳାବଜାରୀ ନଜର ଆସେ ତେବେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଧେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।