February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବଜ୍ରାଘାତରେ ଛାତ୍ରୀଙ୍କ ମୃତ୍ୟୁ


ବାଲିଗୁଡା,(ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ପଲାମି ଗ୍ରାମରେ ପ୍ରବଳ ବର୍ଷା ସହିତ ଘଡ଼ଘଡି ମାରିବା ଦ୍ଵାରା ବଜ୍ରାଘାତରେ ଏକ ଛାତ୍ରୀଙ୍କ ମୃତ୍ୟୁ ହୋଇଛି।

ଛାତ୍ରୀ ଜଣକ ନିଜ ଘର ବାରଣ୍ଡାରେ ବସିଥିବା ସମୟରେ ଏଭଳି ଘଟଣା ଘଟିଛି । ମୃତ ଛାତ୍ରୀ ଜଣକ ହେଲେ ପଲାମୀ ଗ୍ରାମର ମଶିନ୍ଦ୍ର ମଲିକଙ୍କ ଝିଅ କଳ୍ପନା ମଲିକ (୧୪)।

ଖବର ପାଇ ଘଟଣା ସ୍ଥଳରେ ବାଲିଗୁଡ଼ା ପୋଲିସ୍ ପହଞ୍ଚି କେଶ ନଂ. ୨୨/୨୪ ପ୍ରକାରେ ଏକ ମାମଲା ରୁଜୁ କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ଶବ ବ୍ୟବଚ୍ଛେଦ ନିମନ୍ତେ ପଠାଇଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।