MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ସୁରମା ପାଢ଼ୀ ହେବେ ବାଚସ୍ପତି

ମୋଟିଭି ଓଡିଶା :

ରାଜ୍ୟରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିଛି। ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେଇଥିବା ବେଳେ ତାଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିବା ଆଉ ୧୫ ମନ୍ତ୍ରୀ ମଧ୍ୟ ଶପଥ ପାଠ କରିଛନ୍ତି। ତେବେ ନୂଆ ସରକାରରେ ବାଚସ୍ପତି କିଏ ହେବେ ସେନେଇ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା।  ଏଥିରେ ଆଜି ପୂର୍ଣ୍ଣଚ୍ଛେଦ ପଡ଼ିଛି। ରଣପୁର ବିଧାୟିକା ସୁରମା ପାଢ଼ୀ ବାଚସ୍ପତି ହେବେ ବୋଲି ସ୍ପଷ୍ଟ ସୂଚନା ମିଳିଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।