MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଯୁବକ ଙ୍କ ସନ୍ଦେହଜନକ ମୃତ୍ୟୁ l

ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ନଇଛଣପୁର ଗ୍ରାମ ର ରମେଶ ମଳିକ ଙ୍କ ୨୨ ବର୍ଷୀୟ ପୁଅ ଖଗେନ୍ଦ୍ର ମଳିକ ଙ୍କ ସନ୍ଦେହ ଜନକ ମୃତ୍ୟୁ । ମୃତ୍ୟୁ ର କାରଣ ସ୍ପଷ୍ଟ ହୋଇନଥିବା ବେଳେ ମାମୁ ହତ୍ୟା କରିଥିବା ନେଇ ଗ୍ରାମବାସୀ ଙ୍କ ସନ୍ଦେହ କରୁଛନ୍ତି l

ଘଟଣା ସ୍ଥଳରେ ସାଇଣ୍ଟିଫିକ ଏବଂ ଖନ୍ତାପଡ଼ା ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି । ବାପା ଙ୍କ କହିବା କଥା ପୁଅ ମାନସିକ ବିକାର ଥିବା ବେଳେ କାଲି ଘରେ କେହି ନଥିବା ବେଳେ ତାର ମୃତ୍ୟୁ ହୋଇଛି l

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।