MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଏନ ଏସ ଏସ ପକ୍ଷରୁ ଜାତୀୟ ସେବା ଯୋଜନା ରେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ

ମୋ ଟିଭି ଓଡିଶା / କଳାହାଣ୍ଡି : ୦୧/୧୦


କଳାହାଣ୍ଡି କୋକସରା ବ୍ଲକ ସଦର ମହକୁମା ପଞ୍ଚାୟତ ଡିଗ୍ରୀ ମହାବିଦ୍ୟାଳୟ ଏନଏସଏସ ପକ୍ଷରୁ ମଙ୍ଗଳବାର ଜାତୀୟ ସେବା ଯୋଜନା ରେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏନ ଏସ ଏସ ପ୍ରୋଗ୍ରାମ ଅଫିସର ଐରି ନାଶନ ଚିନ୍ଦା ଙ୍କ ତତ୍ୱାବଧାନ ରେ ଏନ ଏସ ଏସ ସ୍ୱେଚ୍ଛାସେବୀ ଛାତ୍ରଛାତ୍ରୀ ମାନେ ଡିଗ୍ରୀ ମହାବିଦ୍ୟାଳୟ ପରିସର ଓ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ସ୍ଵଛତା କାର୍ଯ୍ୟକ୍ରମ କରି ମଇଳା ଆବର୍ଜନା ସଫା ସୁତୁରା କରିବା ସହ ଏକ ସୁସ୍ଥ ସମାଜ ଗଠନ କରିବା ପାଇଁ ନିଜ ପରିବେଶକୁ ଅଳିଆ ମୁକ୍ତ କରିବାକୁ ସଚେତନ କରିଥିଲେ।

ଏହି କାର୍ଯ୍ୟକ୍ରମ ରେ କଲେଜ ର ଅଧ୍ୟକ୍ଷ ପୁଷ୍ପରାଜ ମେହେର, ଅଧ୍ୟାପକ ସୁବ୍ରତ କୁମାର ବେହେରା, ଏନ ସିସି କ୍ୟାପଟେନ ଅଶ୍ୱିନୀ କୁମାର ପଟ୍ଟନାୟକ, ଅଧ୍ୟାପିକା ବେଦମତି ବାରିକ, କର୍ମଚାରୀ ଜିତେନ୍ଦ୍ର ପ୍ରଧାନୀ ଓ ଅନ୍ୟମାନେ ଉପସ୍ଥିତ ରହି ଛାତ୍ରଛାତ୍ରୀ ଙ୍କୁ ମାର୍ଗ ଦର୍ଶନ ଦେଇଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।