February 25, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

୧୦ ସନ୍ଧ୍ୟାରେ ରାଜ୍ୟରେ ହେବ ଶପଥଗ୍ରହଣ ଉତ୍ସବ: ମନମୋହନ

ମୋଟିଭି ଓଡିଶା ବ୍ୟୁରୋ : ଦିଲ୍ଲୀରୁ ଫେରିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଦିଲ୍ଲୀରୁ ଫେରି ପ୍ରତିକ୍ରିୟା ରଖିଛନ୍ତି ମନମୋହନ ସାମଲ। କହିଲେ,  ୧୦ ସନ୍ଧ୍ୟାରେ ରାଜ୍ୟରେ ହେବ ଶପଥଗ୍ରହଣ ଉତ୍ସବ । ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବେ ପ୍ରଧାନମନ୍ତ୍ରୀ । ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀ, କ୍ୟାବିନେଟ ମନ୍ତ୍ରୀ ବି ସାମିଲ ହେବେ । ବିଜେପି ପାର୍ଲାମେଣ୍ଟାରୀ ବୋର୍ଡ ବୈଠକରେ ଥିଲେ ସାମିଲ ।  ମୁଖ୍ୟମନ୍ତ୍ରୀ କିଏ ହେବେ ଏଯାଏଁ ନିଷ୍ପତ୍ତି ହୋଇନି ବୋଲି କହିଛନ୍ତି ମନମୋହନ ସାମଲ । ପାର୍ଲାମେଣ୍ଟାରୀ ବୋର୍ଡରେ ମୁଖ୍ୟମନ୍ତ୍ରୀ ନେଇ ନିଷ୍ପତ୍ତି ନିଆଯିବ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।