February 1, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ସିଆରସିସି ପଦବୀ ରୁ ଅବ୍ୟାହତ ପରେ ସମ୍ବର୍ଦ୍ଧନା ଜଣାଇଲେ ଶିକ୍ଷକ ସମୂହ।


ମୋ ଟିଭି ଓଡିଶା / କଳାହାଣ୍ଡି : ୨୮/୦୭


କୋକସରା ବ୍ଲକ ଗୋଷ୍ଠି ଶିକ୍ଷା ବିଭାଗ ଅଧୀନରେ ଥିବା ଦର୍ଲିପଡ଼ା କ୍ଲଷ୍ଟର ସିଆରସିସି ସୁବାସ ଚନ୍ଦ୍ର ବାଗ ଙ୍କ ପଦବୀ ରୁ ଅବ୍ୟାହତ ପରେ ଦର୍ଲିପଡ଼ା କ୍ଲଷ୍ଟର ପକ୍ଷରୁ ତାଙ୍କୁ ସମ୍ବର୍ଦ୍ଧନା ଜଣାଇଥିଲେ।

ଏହି ଅବସର ରେ ଏକ ସମ୍ବର୍ଦ୍ଧନା ସଭା ଦର୍ଲିପଡ଼ା ୟୁପି ସ୍କୁଲ ରେ ବରିଷ୍ଠ ଶିକ୍ଷକ ତଥା ପ୍ରଧାନ ଶିକ୍ଷକ ଲିଙ୍ଗରାଜ ନାଏକ ଙ୍କ ସଭାପତିତ୍ୱ ରେ ବରିଷ୍ଠ ଶିକ୍ଷକ ଉପେନ୍ଦ୍ର କୁମାର ସାହୁ, ସମ୍ମାନିତ ଅତିଥି ଭାବେ ବରିଷ୍ଠ ଶିକ୍ଷକ ବିର କିଶୋର ନାଗ, ଯୋଗଦେଇ ଦୀର୍ଘ ୫ ବର୍ଷ ଧରି ଦର୍ଲିପଡ଼ା କ୍ଲଷ୍ଟର ରେ ସିଆରସିସି ପଦବୀ ରେ ରହି ନିଜର ଦାୟିତ୍ୱ କୁ ସୁଚାରୁ ରୂପେ ନିର୍ବାହ କରିଥିବାରୁ ଶ୍ରୀ ବାଗ ଙ୍କୁ ଶୁଭେଚ୍ଛା ଜଣାଇବା ସହ ସମ୍ବର୍ଦ୍ଧନା ଜଣାଇଥିଲେ।ଏହି କାର୍ଯ୍ୟକ୍ରମ ରେ ଦର୍ଲିପଡ଼ା କ୍ଳଷ୍ଟର ର ସମସ୍ତ ଶିକ୍ଷକ ଉପସ୍ଥିତ ଥିଲେ।ଶିକ୍ଷକ ଅଜିତ କୁମାର ସାହୁ ମଞ୍ଚ ସଂଯୋଜନା କରିଥିଲେ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।