February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବିଶ୍ବକପ ଧରି ଭାରତକୁ ଫେରିଲା ଟିମ ଇଣ୍ଡିଆ;

ମୋ ଟିଭି ଓଡିଶା / ନୂଆଦିଲ୍ଲୀ :

ପ୍ରତିକ୍ଷାର ଅନ୍ତ ଘଟିଲା । ବିଶ୍ବକପ ଧରି ଭାରତକୁ ଫେରିଲା ଟିମ ଇଣ୍ଡିଆ । ବାର୍ବାଡସରୁ ବିଶ୍ବ ଚାମ୍ପିଅନ ଟିମକୁ ଧରି ଉଡାଣ ଭରିଥିବା ବିମାନ ଆଜି ଦିଲ୍ଲୀ ବିମାନବନ୍ଦରରେ ଅବତରଣ କରିଛି । ଖେଳାଳିଙ୍କୁ ସ୍ବାଗତ କରିବାକୁ ହଜାର ହଜାର ଦର୍ଶକଙ୍କ ଭିଡ ଲାଗିଛି ବିମାନବନ୍ଦରରେ । ଇଣ୍ଡିଆ… ଇଣ୍ଡିଆ… ନାରାରେ କମ୍ପୁଛି ଆଇଜିଆଇ ଏୟାରପୋର୍ଟ । ୧୭ ବର୍ଷ ପରେ ଭାରତକୁ ବିଶ୍ବକପ ଟ୍ରଫି ଆସିଛି । ବିଦେଶ ମାଟିରେ ଟିମ୍‌ ଇଣ୍ଡିଆ ବିଜଯୀ ହୋଇଥିବା ବେଳେ ଭାରତ ମାଟିରେ ଜମିଥିଲା ବିଜୟ ଉତ୍ସବ । ୧୪୦ କୋଟି ଭାରତୀୟ ଟିମ ଇଣ୍ଡିଆ ବିଜୟର ସେଲିବ୍ରେସନ କରିଥିଲେ । ଗତକାଲି ବାର୍ବାଡସରୁ ସ୍ବତନ୍ତ୍ର ଏୟାର ଇଣ୍ଡିଆ ବିମାନ ଖେଳାଳିଙ୍କୁ ଧରି ଦିଲ୍ଲୀ ଅଭିମୁଖେ ଉଡାଣ କରିଥିଲା। ଆଜି ଭୋର 6ଟା ସମୟରେ ବିମାନ ଅବତରଣ କରିଛି । ଏହାପରେ ଦିଲ୍ଲୀର ଆଇଟିସି ମୌର୍ଯ୍ୟ ହୋଟେଲକୁ ଯିବେ ସମସ୍ତ ଖେଳାଳି । ପୂର୍ବାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚମ୍ପିଆନ ଦଳକୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ମୋଦି ଖେଳାଳିଙ୍କୁ ଭେଟି ଅଭିନନ୍ଦନ ଜଣାଇବେ ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।