MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

କଟର ମେସିନ ରେ ବାଉଁଶ କାଟିବା ସମୟରେ କଟିଗଲା ଅଣ୍ଡକୋଷ, ଜଣେ ଗୁରୁତର।

ସୋର : ୩୦/୧୧/୨୪



ମେସିନ କଟରରେ ବାଉଁଶ କାଟିବା ବେଳେ ଜଣେ ବ୍ୟକ୍ତିଙ୍କର ଅଣ୍ଡକୋଷ କଟିଯିବାରୁ ସେ ଗୁରୁତର ଆହତ ହୋଇଛନ୍ତି।

ସୂଚନା ଅନୁସାରେ ଚାନ୍ଦିପୁର ଅଞ୍ଚଳର ଶେଖ ରେହମାନ ସୋର ପାଠନମହଲା ରେ ରହି କାମ କରନ୍ତି। ଆଜି ସକଳେ କମରପୁର ଠାରେ ମେସିନ କଟରରେ ବାଉଁଶ କାଟୁଥିବା ବେଳେ କଟରଟି ହାତରୁ ଖସିଯାଇଥିଲା। ଫଳରେ ତାଙ୍କ ଅଣ୍ଡକୋଷ କଟିଯାଇଥିଲା।

ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ସୋର ଡାକ୍ତରଖନା କୁ ନେଇଥିବା ବେଳେ ସେଠାରେ ତାଙ୍କର ଅବସ୍ଥା ଗୁରୁତର ଥିବାରୁ ଡାକ୍ତର ତାଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଛନ୍ତି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।