February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି , ଓଡ଼ିଶାରୁ କୁମ୍ଭ ମେଳାକୁ ଯିବ ବସ୍‌।

ଜାନୁଆରୀ ୧୩ ତାରିଖରୁ ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆରମ୍ଭ ହେବ ମହାକୁମ୍ଭ ମେଳା। ଏହି ମେଳାରେ କୋଟିକୋଟି ଶ୍ରଦ୍ଧାଳୁ ଯୋଗଦେଇ ଗଙ୍ଗାରେ ବୁଡ ପକାଇବେ। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ସ୍ୱତନ୍ତ୍ର ହାଇ-ଏଣ୍ଡ ପ୍ରିମିୟମ ଓଏସଆରଟିସି ବସ୍ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁର ଭଳି ରାଜ୍ୟର ବିଭିନ୍ନ ସହରରୁ ଅଯୋଧ୍ୟା ଯାତ୍ରା ଆରମ୍ଭ କରିବ।

ଓଡ଼ିଶାରୁ କୁମ୍ଭମେଳା ୨୦୨୫ ପାଇଁ ଅଯୋଧ୍ୟାକୁ ସ୍ୱତନ୍ତ୍ର ହାଇ-ଏଣ୍ଡ ପ୍ରିମିୟମ ଓଏସଆରଟିସି ବସ୍ ସେବା ଜାନୁଆରୀ ୧୩ ରୁ ଜାନୁୟାରୀ ୨୬ ପର୍ୟ୍ୟନ୍ତ ଉପଲବ୍ଧ ହେବ। ସ୍ୱତନ୍ତ୍ର ଓଏସଆରଟିସି ବସ୍ ରେ କୁମ୍ଭମେଳା ଯାତ୍ରା କରିବାକୁ ଆଗ୍ରହୀ ବ୍ୟକ୍ତିମାନେ ଓଏସଆରଟିସି ୱେବସାଇଟ୍ ଏବଂ ମୋବାଇଲ୍ ଆପ୍ ରୁ ଆଗୁଆ ଟିକେଟ ବୁକ୍ କରିପାରିବେ। ଯାତ୍ରୀଙ୍କ ପାଇଁ ରାଜ୍ୟ ସରକାର ଏକ ହେଲ୍ପଲାଇନ ନମ୍ବର ମଧ୍ୟ ଲଞ୍ଚ କରିବେ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।