MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଟ୍ରକ ପଛରେ ଧକା ଦେଲା ବାଇକ ଯୁବକ ଗୁରୁତ୍ୱର

ଟ୍ରକ ପଛରେ ଧକା ଦେଲା ବାଇକ ଯୁବକ ଗୁରୁତ୍ୱର ,
ବାଲିଗୁଡା ମହାଲକ୍ଷ୍ମୀ ପେଟ୍ରୋଲ ପମ୍ପ ନିକଟରେ ଅଘଟଣ ।


ଦାରିଙ୍ଗବାଡି,୧୬/୦୧:ମୋ ଟିଭି ଓଡ଼ିଶା:(ସୁଶାନ୍ତ କୁମାର ସାହୁ)

କନ୍ଧମାଳ ଜିଲ୍ଲା ବାଲିଗୁଡା ପେଟ୍ରୋଲ ପମ୍ପ ନିକଟରେ ଗତକାଲି ରାତ୍ର ୯ ଟା ସମୟରେ ବାଇକ ଦୁର୍ଘଟଣା ରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି ।

ଯୁବକ ଜଣକ ହେଲେ ବଡ଼ଗାଁ ଗ୍ରାମର କୁମୁଦ ମଲ୍ଲିକ। ସେ OD 12 C 2481 ନମ୍ବର ବାଇକ୍ ଯୋଗେ ବାଲିଗୁଡା ମାର୍କେଟ ଠାରୁ ଦଣ୍ଡପଦର ଅଭିମୁଖେ ଯାଉଥିବା ସମୟରେ ବାଇକ ଆରୋହୀ ଜଣକ ପଛ ପଟୁ ଏକ ଟ୍ରକ ସହ ଧକ୍କା ଦେଇ ଜାତୀୟ ରାଜପଥ ଉପରେ ଛିଟିକି ପଡିଥିଲା |

ଗୁରୁତର ଅବସ୍ଥାରେ ଘଟଣା ସ୍ଥଳରେ ବାଲିଗୁଡା ପୋଲିସ ପହଞ୍ଚି ଯୁବକ କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ କୁ ପଠାଇଛି। ଯୁବକର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତ୍ୱର ଥିବା ଜଣା ପଡ଼ିଛି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।