MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ବସ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ।

ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଲା ଯାତ୍ରୀବାହୀ ବସ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଲକ୍ଷ୍ମୀବସଟି ଟାଙ୍କୋଳ ଗାଁ ଠାରୁ କମାଗୁରୁ ରାସ୍ତାରେ ଟାଗିଂ ଯାଉଥିବା ବେଳେ କମାଗୁରୁ କଲେଜ ନିକଟରେ ଘଟିଛି ଦୁର୍ଘଟଣା।

ଦୁର୍ଘଟଣା ରେ ୭/୮ଜଣ ବସ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି। ସୂଚନାରୁ ଜଣାପଡିଛି ଲକ୍ଷ୍ମୀ ବସଟି ଜଂକିଆ ରୁ ଟାଗିଂ ଯାଉଥିବା ବେଳେ ଘଟିଛି ଅଘଟଣ। ସ୍ଥାନୀୟ ଲୋକେ ଘଟଣା ସ୍ଥଳରେ ଆହତ ମାନଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଛନ୍ତି।

ପରେ ଘଟଣା ସ୍ଥଳରେ ସିକୋ ଫାଣ୍ଡି ପୋଲିସ ଓ ସ୍ଥାନୀୟ ଲୋକେ ଜେସିବି ସାହାଯ୍ୟରେ ବସଟିକୁ ରାସ୍ତା ଉପରକୁ ଉଠାଇଛନ୍ତି। ଡ୍ରାଇଭର ଜଣଙ୍କ ଦ୍ରୁତ ଗତିରେ ବସଟିକୁ ଚଲାଉ ଥିବାରୁ ଘଟିଛି ଦୁର୍ଘଟଣା।

ମୋ ଟିଭି ଓଡିଶା, ଖୋର୍ଦ୍ଧା

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।