MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଭାରସାମ୍ୟ ହରାଇ କାର ଦୁର୍ଘଟଣାଗ୍ରସ୍ତ, ୪ ଜଣ ଗୁରୁତର ଆହାତ


କନ୍ଧମାଳ, (ମୋ ଟିଭି ଓଡିଶା/ସଞ୍ଜୟ କୁମାର ପାଣିଗ୍ରାହୀ):

ବୌଦ୍ଧ -କନ୍ଧମାଳ ସୀମାନ୍ତ ରାଣିପଥର ଘାଟିରେ ଭାରସାମ୍ୟ ହରାଇ କାର ଦୁର୍ଘଟଣାଗ୍ରସ୍ତ ହେଇଥିବା ବେଳେ ଏଥିରେ ଚାରି ଜଣ ଗୁରୁତର ଆହାତ ହୋଇଛନ୍ତି । ସୂଚନା ଅନୁଯାୟୀ, ବୌଦ୍ଧ ଜିଲ୍ଲା ବାଉଁସୁଣି ଅଞ୍ଚଳର ଧର୍ମୁ ମେହେର ଙ୍କ ପରିବାର ର ପ୍ରୀତି ମେହେର, ଗାୟତ୍ରୀ ମେହେର, ଏବଂ ତନ୍ମୟ ମେହେର ଏକ୍ କାର ଯୋଗେ କୌଣସି କାମରେ ଫୁଲବାଣୀ ଯାଇ ଫେରୁଥିବା ସମୟରେ କାର ଟି ଭାରସାମ୍ୟ ହରାଇ ରାଣିପଥର ଘାଟିରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଏଥିରେ ଥିବା ଚାରିଜଣ ଗୁରୁତର ଆହତ ହୋଇଛନ୍ତି l ସେହି ରାସ୍ତା ଦେଇ ଆସୁଥିବା କିଛି ଲୋକ ଆହତ ମାନଙ୍କୁ ଉଦ୍ଧାର କରି ସରକାରୀ ବସ୍ ଯୋଗେ ଆଣି ପୁରୁଣାକଟକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରିଥିଲେ । ଡାକ୍ତର ଆହତ ମାନଙ୍କ ପ୍ରାଥମିକ ଚିକିତ୍ସା କରି ବୌଦ୍ଧ ମୁଖ୍ୟ ଡାକ୍ତରଖାନା ଙ୍କୁ ପଠାଇଥିବା ସୂଚନା ମିଳିଛି ।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।