January 25, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଅଗଷ୍ଟ ୨୬ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ମୋ ଟିଭି ଓଡିଶା / ଭୁବନେଶ୍ୱର : ଆସନ୍ତା ସୋମବାର ଅଗଷ୍ଟ ୨୬ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ଭୁବନେଶ୍ୱର ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସରକାରୀ ଛୁଟି ଥିବାରୁ ଏହି ଦିନ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ମୋହନ ସରକାର ଜୁଲାଇ ମାସ ଆରମ୍ଭରୁ ପ୍ରତ୍ୟେକ ସୋମବାର ସାଧାରଣ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆୟୋଜନ କରୁଛନ୍ତି। ଏଥିରେ ସରକାର ସିଧାସଳଖ ଲୋକଙ୍କ ସମସ୍ୟା ବିଷୟରେ ବୁଝି ଏହାର ସମାଧାନ କରୁଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଅନ୍ୟ କେତେ ଜଣ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ଉପସ୍ଥିତ ରହୁଛନ୍ତି। ଭୁବନେଶ୍ୱର ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଏହି ଅଭିଯୋଗ ଶୁଣାଣି ଆୟୋଜିତ ହେଉଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।