ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଅଭିଯୋଗ ଶୁଣାଣି କାର୍ଯ୍ଯକ୍ରମ ବନ୍ଦ ରଖାଯିବ। ୟୁନିଟ-୫ ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠଠାରେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏବଂ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମୋ ଟିଭି ଓଡିଶା, ଭୁବନେଶ୍ୱର
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।