January 23, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର ତା-୨୩ .୦୧. ୨୦୨୫ 

ଆଗାମୀ  ଜାନୁଆରୀ  ୨୭  ତାରିଖ ( ସୋମବାର ) ରେ  ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି  ବନ୍ଦ ରହିବ l ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ ୨୭ ତାରିଖରେ ୟୁନିଟ୍ -୫ , ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।