ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା
ଭୁବନେଶ୍ୱର ତା-୦୨.୦୧.୨୦୨୫
ଆସନ୍ତା ଜାନୁଆରୀ ୬ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ ୬ ତାରିଖରେ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସମ୍ପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
More Stories
ପୁରୀ ବଡ଼ଦାଣ୍ଡରେ ମହାପ୍ରସାଦ ନାଁରେ ଖଜା ବିକ୍ରି କରିପାରିବେ ନାହିଁ।
ହାଇୱା ଧକ୍କାରେ ସମ୍ବଲପୁରର ୨ ବରିଷ୍ଠ ବିଜେପି ନେତାଙ୍କ ମୃତ୍ୟୁ
ସୋର,ଦୀର୍ଘ ଦିନର ଦାବି ସୋରବାସୀଙ୍କ ଗତକାଲି ପୂରଣ ହୋଇଛି l