ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା
ଭୁବନେଶ୍ୱର ତା-୨୦.୧୨.୨୦୨୪
ଆଗାମୀ ଡିସେମ୍ବର ୨୩ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଡିସେମ୍ବର ୨୩ ରେ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ ଏବଂ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଜରିଆରେ ଜଣାଇ ଦିଆଯିବ ବୋଲି ଏ ସମ୍ପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।