MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଦେଖାଗଲା ବାତ୍ୟା ‘ଦାନା’ର ଆଖି

ବାତ୍ୟା ‘ଦାନା’  ଚାନ୍ଦବାଲିରେ ଛୁଇଁବ ସ୍ଥଳଭାଗ। ଦେଖାଗଲା ବାତ୍ୟା ‘ଦାନା’ର ଆଖି।

ଭୁବନେଶ୍ବର:

ବାତ୍ୟା ‘ଦାନା’  ଚାନ୍ଦବାଲିରେ ଛୁଇଁବ ସ୍ଥଳଭାଗ। ଦେଖାଗଲା ବାତ୍ୟା ‘ଦାନା’ର ଆଖି।

ପାରାଦ୍ବୀପ ରାଡାରକୁ ଆସିଲା ବାତ୍ୟା ‘ଦାନା’ର ଆଖି। ଆଜି ରାତିରୁ ବାତ୍ୟା ‘ଦାନା’ ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଆରମ୍ଭ ହେବ। ବାତ୍ୟା ‘ଦାନା’ ବଙ୍ଗୋପସାଗରରୁ ବଳ ଗୋଟାଇ ଭୀଷଣ ରୂପ ଧାରଣ କରି ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି । ଭୀଷଣ ବାତ୍ୟା ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଉପକୂଳ ଆଡ଼େ ମୁହାଁଉଛି ।

ଆଜି ମଧ୍ୟରାତ୍ରିରୁ କାଲି ସକାଳ ଭିତରେ ବାତ୍ୟା ‘ଦାନା’ ସ୍ଥଳଭାଗ ଛୁଇଁବ । ସ୍ଥଳଭାଗ ଛୁଇଁବା ପରେ ବାତ୍ୟା ସାମାନ୍ୟ ରିକର୍ଭ କରିପାରେ। ‘ଦାନା’  ଯୋଗୁ କେନ୍ଦ୍ରାପଡ଼ା-ଭଦ୍ରକ ଅଧିକ ପ୍ରଭାବିତ ହେବେ।

‘ଦାନା’ର କୋପ ଯୋଗୁ ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଗଲାଣି। ଧୀରେ ଧୀରେ ଏହା ବଢ଼ିବ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସହ ପ୍ରାୟ ୨ ମିଟର ଉଚ୍ଚର ଜୁଆର ଆସିବ ବୋଲି ଜଣାପଡ଼ିଛି।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।