February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ବଦଳିଲେ ୫ ରାଜ୍ୟର ରାଜ୍ୟପାଳ ।

ଓଡ଼ିଶା ସମେତ ୪ ରାଜ୍ୟର ରାଜ୍ୟପାଳଙ୍କ ବଦଳି ହୋଇଛି । ମିଜୋରାମ, କେରଳ, ବିହାର, ଓଡ଼ିଶା ଓ ମଣିପୁରର ରାଜ୍ୟପାଳଙ୍କ ବଦଳି ହୋଇଛି । ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ସ୍ଥାନରେ ଡକ୍ଟର ହରିବାବୁ କାମ୍ଭମପତିଙ୍କୁ ନିଯୁକ୍ତି ଦିଆଯାଇଛି । ମିଜୋରାମର ରାଜ୍ୟପାଳ ଭାବେ ଡକ୍ଟର ବିଜୟ କୁମାର ସିଂଙ୍କୁ ନିଯୁକ୍ତ କରାଯାଇଛି । ସେହିପରି କେରଳ ପାଇଁ ରାଜେନ୍ଦ୍ର ବିଶ୍ୱନାଥ ଅର୍ଲେକର, ବିହାର ପାଇଁ ଆରିଫ୍‌ ମହମ୍ମଦ ଖାନ ଓ ମଣିପୁର ପାଇଁ ଅଜୟ କୁମାର ଭଲ୍ଲାଙ୍କୁ ନିଯୁକ୍ତ କରାଯାଇଛି ।ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହେଲେ ହରିବାବୁ କାମ୍ଭମପତି । ମିଜୋରାମର ରାଜ୍ୟପାଳ ଥିଲେ ହରିବାବୁ କାମ୍ଭମପତି । ପୂର୍ବରୁ ସେ ଆନ୍ଧ୍ରରେ ବିଜେପି ରାଜ୍ୟ ସଭାପତି ଥିଲେ । ୨୦୧୪ରୁ ବିଶାଖାପାଟଣାରୁ ଲୋକସଭାକୁ ନିର୍ବାଚିତ ମଧ୍ୟ ହୋଇଥିଲେ ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।