ସୋର ( ମୋ ଟିଭି ଓଡିଶା ) : ୨୦/୧୦/୨୪
ସୋର ଥାନା ଆଡ଼ିଆ ଗ୍ରାମର ଶଶିକାନ୍ତ ମହାରଣା ଓ ତାଙ୍କ ସ୍ତ୍ରୀ ଭାନୁମତି ମହାରଣା କୌଣସି କଥାକୁ ନେଇ ଝଗଡା ଲାଗିଥିଲେ।
ଏଥିରେ ଭାରସାମ୍ୟ ହରାଇ ଭାନୁମତି ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ତାଙ୍କୁ ବଞ୍ଚାଇବାକୁ ଯାଇ ଶାସିକାନ୍ତଙ୍କ ଦେହରେ ନିଆଁ ଲାଗିଯାଇଥିଲା। ଫଳରେ ଦୁଇଜଣ ଗୁରୁତର ଆହତ ହୋଇଥିଲେ।

ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନା ଆଣିଥିବା ବେଳେ ସେଠାରେ ତାଙ୍କର ଅବସ୍ଥା ଶୋଚନୀୟ ଥିବାରୁ ତାଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
More Stories
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ପରିଦର୍ଶନ
ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର।