MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ମୌସୁମୀ ଋତୁରେ ଗ୍ରୀଷ୍ମର ରାଜ।

ମୋ ଟିଭି ଓଡିଶା :

ମୌସୁମୀ ଋତୁରେ ଗ୍ରୀଷ୍ମର ରାଜ। ଜଳୁଛି ଦିନ, କିନ୍ତୁ ତାତିରେ ଲାଗିପାରେ ବ୍ରେକ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ହେବ ବଡ଼ ବର୍ଷା । ବିଶେଷ କରି ଉତ୍ତର ଉପକୂଳ ସହ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ମାଲକାନାଗିରି, କୋରାପୁଟ, ରାୟଗଡ଼ା ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ଏଥି ସହ ଘଡଘଡି ବିଜୁଳି ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ୧୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।