MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଖଟିଆ ରେ ବୁହା ହେଲେ ରୋଗୀ

ବାତ୍ୟା ପ୍ରଭାବ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ରେ ଆସିଛି କରୁଣ ଦୃଶ୍ୟ l

ସୋର : ୨୮/୧୦

ଖଟିଆ ରେ ବୁହା ହେଲେ ରୋଗୀ, ବାତ୍ୟା ପ୍ରଭାବ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ରେ ଆସିଛି କରୁଣ ଦୃଶ୍ୟ l

ରାସ୍ତା ରେ ପାଣି ଥିବାରୁ ଖଇରା ବ୍ଲକ ବର୍ତ୍ତନା ପଞ୍ଚାୟତର ମକରଧ୍ବଜପୁର ଗ୍ରାମର ବୃଦ୍ଧ ପଞ୍ଚାନନ ବେହେରାଙ୍କ ଶରୀର ଅସୁସ୍ଥ ହୋଇ ପଡିବାରୁ ଆମ୍ବୁଲାନ୍ସ କୁ ଖବର ଦିଆଯାଇଥିଲା l

ହେଲେ ଗାଁରାସ୍ତା୍ରେ ପାଣି ପ୍ରବାହିତ ହେଉଥିବାରୁ ଗାଁ ଲୋକ ଖଟିଆରେ ଟେକି ଟେକି ଆମ୍ବୂଲାନ୍ସ ପର୍ଯ୍ୟନ୍ତ ଆଣିଥିଲେ l ଏଥିରେ ଆମ୍ବୁଲାନ୍ସ କର୍ମଚାରି ଓ ଗାଁ ଲୋକ ମିଳିତ ଭାବେ 500 ମିଟର ପର୍ଯ୍ୟନ୍ତ ଚାଲି ଚାଲି ଆଣି ଆମ୍ବୁଲାନ୍ସ ନିକଟରେ ପହଞ୍ଛାଇଥିଲେ l

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।