February 24, 2025

MooTv Odisha

ସତ୍ୟର ଜାଗ୍ରତ ପ୍ରହରୀ

ଜାନୁଆରୀ ୧ ରୁ ୭ ସହରକୁ ଉଡ଼ିବ ବିମାନ ।

ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଦେଶର ୪ଟି ସହରକୁ ଏବଂ ଜାନୁଆରୀ ୩ ତାରିଖରୁ ବିଜୁପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ୫ ସହରକୁ ବିମାନ ଉଡ଼ିବ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ ଜାନୁଆରୀ ୧ ତାରିଖରୁ ଝାରସୁଗୁଡା ବିମାନବନ୍ଦରରୁ ହାଇଦ୍ରାବାଦ, ରାୟପୁର, ଲକ୍ଷ୍ନୌ ଓ ମୁମ୍ବାଇ ସହରକୁ ସିଧାସଳଖ ବିମାନ ଚଳାଚଳ କରିବ। ସେହିପରି ଭୁବନେଶ୍ୱର ବିମାନବନ୍ଦରରୁ ଇନ୍ଦୋର, ଡେରାଡୁନ, କୋଚି, ଜୟପୁର ଏବଂ ଲକ୍ଷ୍ନୌକୁ ସିଧାସଳଖ ବିମାନ ଚଳାଚଳ କରିବ। ଏହା ଓଡ଼ିଶାର ଯୋଗାଯୋଗ ବ୍ୟବସ୍ଥାରେ ନୂଆ ଅଧ୍ୟାୟ ଯୋଡ଼ିବା ସହ ରାଜ୍ୟର ଅର୍ଥନୈତିକ ବିକାଶ କ୍ଷେତ୍ରରେ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ।

ମୋ ଟିଭି ଓଡିଶା, ଭୁବନେଶ୍ୱର

Latest news
ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଜଳସେଚନ ପ୍ରକଳ୍ପ ... ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ:ଦ୍ୱିତୀୟ ପର୍ଯ୍ୟାୟ ଜଙ୍ଗଲ କ୍ଲିୟରାନ୍ସ ପ୍ରାପ୍ତ ଏବଂ ନିର୍ମାଣ କାର୍ଯ୍... ଜାନୁଆରୀ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବାରବାଟୀ ଟିକେଟ୍ କିଣିଲେ ଧର୍ମେନ୍ଦ୍ର। ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତି ପାଳିତ। ବିକଟାଳ ଶବ୍ଦ କରୁଥିବା ବସରୁ ହର୍ନ କାଢି ନେଉଛି ପୋଲିସ । ମିଲରଙ୍କୁ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ । ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ । ଦୁଇ ଦୁଦ୍ଧର୍ଷ ବୀର ନେତାଜୀ ସୁଭାଷ ବୋଷ ଓ ସୁରେନ୍ଦ୍ର ସାଏଙ୍କ ଜନ୍ମତିଥିରେ ଶ୍ରଦ୍ଧାଞ୍ଜଳି ନବ ଦାସ ହତ୍ୟା ମାମଲା ।